Judges 17:4 — Compare Translations

5 translations compared side by side

Odia - 1840
"କିନ୍ତୁ ମୀଖା ସହେି ରୂପାଖଣ୍ତକକ୍ସ୍ଟ ତା'ର ମାକକ୍ସ୍ଟ ଫରୋଇ ଦଲୋ। ତା'ର ମା ଦକ୍ସ୍ଟଇଶହ ଖଣ୍ତ ରୂପା ସକ୍ସ୍ଟନାରିକକ୍ସ୍ଟ ଦିଅନ୍ତେ ସେ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହ ରେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ତ ରୂପା ସୁନାରୀକି ଦିଅନ୍ତେ, ସେ ଗୋଟିଏ ଖୋଳା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୀଖା ସେହି ରୂପା ଖଣ୍ଡକୁ ତା’ର ମାକୁ ଫେରାଇ ଦେଲା। ତା’ର ମା ଦୁଇଶହ ଖଣ୍ତ ରୂପା ସୁନାରିକୁ ଦିଅନ୍ତେ ସେ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୀଖା ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ଡ ରୂପା ସୁନାରୀକୁ ଦିଅନ୍ତେ, ସେ ଗୋଟିଏ ଖୋଦିତ ପ୍ରତିମା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା।
Odia IRV 2017 (ଓଡିଆ ବାଇବେଲ)
ମୀଖା ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ଡ ରୂପା ସୁନାରୀକୁ ଦିଅନ୍ତେ, ସେ ଗୋଟିଏ ଖୋଦିତ ପ୍ରତିମା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା।