Judges 17:5 — Compare Translations
5 translations compared side by side
Odia - 1840
"ମୀଖାର ଏକ ମନ୍ଦିର ଥିଲା ଓ ସେ ଏକ ଏଫୋଦ ତିଆରି କଲା, ତାଙ୍କର ଅନକେ ଗକ୍ସ୍ଟଡିକ ମୂର୍ତ୍ତିଗକ୍ସ୍ଟଡିକ ଥିଲା। ସେ ଆପଣା ପକ୍ସ୍ଟତ୍ରମାନଙ୍କ ମଧ୍ଯରକ୍ସ୍ଟ ଜଣଙ୍କକ୍ସ୍ଟ ଯାଜକ ରୂପେ ନିୟକ୍ସ୍ଟକ୍ତ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୀଖାର ଏକ ମନ୍ଦିର ଥିଲା ଓ ସେ ଏକ ଏଫୋଦ ତିଆରି କଲା, ତାଙ୍କର ଅନେକ ମୂର୍ତ୍ତିଗୁଡ଼ିକ ଥିଲା। ସେ ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣଙ୍କୁ ଯାଜକ ରୂପେ ନିଯୁକ୍ତ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା।