Judges 17:6 — Compare Translations
5 translations compared side by side
Odia - 1840
"ସେ ସମୟରେ ଇଶ୍ରାୟେଲ ମଧିଅରେ କୌଣସି ରାଜା ନ ଥିଲେ। ତେଣୁ ଯାହା ଦୃଷ୍ଟି ରେ ଯାହା ଭଲ ଲାଗିଲା, ସେ ତାହା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲେ। ତେଣୁ ଯାହା ଦୃଷ୍ଟିରେ ଯାହା ଭଲ ଲାଗିଲା, ସେ ତାହା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା।
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା।