Judges 17:7 — Compare Translations

5 translations compared side by side

Odia - 1840
"ସଠାେରେ ଜମେ ଲବେୀୟ ୟକ୍ସ୍ଟବକ ୟିହକ୍ସ୍ଟଦାର ବୈଥଲହମରେ ଥିଲା। ସେ ୟିହକ୍ସ୍ଟଦାର ପରିବାରବର୍ଗ ରେ ବାସ କରି ଆସକ୍ସ୍ଟଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଯିହୁଦା ବଂଶୀୟ ବେଥ୍ଲିହିମ୍-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଜଣେ ଲେବୀୟ ଯୁବକ ଯିହୁଦାର ବୈ‌ଥ୍‌ଲେହମର ଥିଲା। ସେ ଯିହୁଦାର ପରିବାରବର୍ଗରେ ବାସ କରି ଆସୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।