Judges 17:8 — Compare Translations
5 translations compared side by side
Odia - 1840
"ସେ ଯେଉଁଠା ରେ ସ୍ଥାନ ପାଇ ପା ରେ, ସଠାେରେ ପ୍ରବାସ କରିବା ନିମନ୍ତେ ସେ ନଗରରକ୍ସ୍ଟ, ଅର୍ଥାତ୍ ବୈଥ୍ଲହେମ୍ ୟିହକ୍ସ୍ଟଦାର ପ୍ରସ୍ଥାନ କଲା ଓ ସେ ଯାଉ ଯାଉ ଇଫ୍ରଯିମ ଦେଶସ୍ଥ ଏହି ମୀଖାର ଗୃହ ସରିକି ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଯେଉଁଠାରେ ସ୍ଥାନ ପାଇପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍, ବେଥ୍ଲିହିମ୍ ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯେଉଁଠାରେ ସ୍ଥାନ ପାଇ ପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ନଗରରୁ, ଅର୍ଥାତ୍ ବୈଥ୍ଲେହମ୍ ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାଉ ଯାଉ ଇଫ୍ରୟିମ ଦେଶସ୍ଥ ଏହି ମୀଖାର ଗୃହ ସରିକି ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଯେଉଁଠାରେ ସ୍ଥାନ ପାଇ ପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍, ବେଥଲିହିମ-ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଯେଉଁଠାରେ ସ୍ଥାନ ପାଇପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍, ବେଥଲିହିମ ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା।