Judges 18:1 — Compare Translations

5 translations compared side by side

Odia - 1840
"ସହେି ସମୟରେ ଇଶ୍ରାୟେଲ ମଧିଅରେ ରାଜା ନ ଥିଲେ। ସହେି ସମୟରେ ଦାନ ପରିବାରବର୍ଗର ବସତି ନିମନ୍ତେ ଭୂଖଣ୍ତ ଖାଜେକ୍ସ୍ଟଥିଲେ। କାରଣ ସେ ପର୍ୟ୍ଯନ୍ତ ସମାନେେ ଇଶ୍ରାୟେଲର ପରିବାରବର୍ଗ ମଧିଅରେ ଭୂମି ପାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପଡ଼ି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାନ୍ ଲୟିଶ ନଗରକୁ କରଗତ କଲେ ସେହି ସମୟରେ ଇସ୍ରାଏଲ ମଧ୍ୟରେ ରାଜା ନ ଥିଲେ। ସେହି ସମୟରେ ଦାନ୍ ପରିବାରବର୍ଗର ବସତି ନିମନ୍ତେ ଭୂଖଣ୍ତ ଖୋଜୁଥିଲେ। କାରଣ ସେ ପର୍ଯ୍ୟନ୍ତ ସେମାନେ ଇସ୍ରାଏଲର ପରିବାରବର୍ଗ ମଧ୍ୟରେ ଭୂମି ପାଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ୍ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପାଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ୍ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପାଇ ନ ଥିଲା।