Judges 18:10 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଗଲେ ନିର୍ଭୟ ରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ, ପରମେଶ୍ବର ତାହା ତୁମ୍ଭମାନଙ୍କ ହସ୍ତ ରେ ସମର୍ପଣ କରିଅଛନ୍ତି। ସେ ସ୍ଥାନ ରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ଵର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ, ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।