Judges 18:11 — Compare Translations

5 translations compared side by side

Odia - 1840
"ତେଣୁ ଦାନ ପରିବାରବର୍ଗରକ୍ସ୍ଟ 600 ଲୋକ ୟକ୍ସ୍ଟଦ୍ଧାସ୍ତ୍ର ରେ ସଜ୍ଜିତ ହାଇେ ସରିଯ ଓ ଇଷ୍ଟାଯୋଲ ପରିତ୍ଯାଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେଠାରୁ ଦାନ ଗୋଷ୍ଠୀୟ ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରୀୟ ଓ ଇଷ୍ଟାୟୋଲ୍ରୁ ଯାତ୍ରା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାନ୍ ପରିବାରବର୍ଗରୁ 600 ଲୋକ ଯୁଦ୍ଧାସ୍ତ୍ରରେ ସଜ୍ଜିତ ହୋଇ ସରିୟ ଓ ଇଷ୍ଟାୟୋଲ ପରିତ୍ୟାଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେଠାରୁ ଦାନୀୟ ଗୋଷ୍ଠୀର ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରାୟ ଓ ଇଷ୍ଟାୟୋଲରୁ ଯାତ୍ରା କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେଠାରୁ ଦାନୀୟ ଗୋଷ୍ଠୀର ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରାୟ ଓ ଇଷ୍ଟାୟୋଲରୁ ଯାତ୍ରା କଲେ।