Judges 18:12 — Compare Translations

5 translations compared side by side

Odia - 1840
"ସମାନେେ ଲଯିଶକକ୍ସ୍ଟ ୟିବା ବାଟରେ ୟିହକ୍ସ୍ଟଦାର କିରିଯତ ୟିଯାରୀମ ନଗର ରେ ଛାଉଣୀ ସ୍ଥାପନ କଲେ। ସହେି କାରଣରକ୍ସ୍ଟ ସହେି ସ୍ଥାନକକ୍ସ୍ଟ ଆଜି ପର୍ୟ୍ଯନ୍ତ ମହନୀଦାନ୍ ଦାନ ବୋଲି ପରିଚିତ। ଯାହାକି କିରିଯତ ୟିଯାରୀମର ପଶ୍ଚିମ ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟତ୍-ଯିୟାରୀମରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ୍ (ଦାନର ଛାଉଣି) କହନ୍ତି; ଦେଖ, ତାହା କିରୀୟତ୍-ଯିୟାରୀମର ପଛରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଲୟିଶକୁ ଯିବା ବାଟରେ ଯିହୁଦାର କିରିୟତ ଯିୟାରୀମ ନଗରରେ ଛାଉଣି ସ୍ଥାପନ କଲେ। ସେହି କାରଣରୁ ସେହି ସ୍ଥାନ ଆଜି ପର୍ଯ୍ୟନ୍ତ ମହନୀଦାନ୍ ବୋଲି ପରିଚିତ। ଯାହାକି କିରିୟତ ଯିୟାରୀମର ପଶ୍ଚିମରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ଉଠିଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍‍-ଯିୟାରୀମ୍‍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍‍ର ଛାଉଣି) କହନ୍ତି; ଦେଖ, ତାହା କିରୀୟଥ୍‍-ଯିୟାରୀମ୍‍ର ପଛରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍‍-ଯିୟାରୀମ୍‍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍‍ର ଛାଉଣି) କହନ୍ତି; ଦେଖ, ତାହା କିରୀୟତ୍‍-ଯିୟାରୀମର ପଛରେ ଅଛି।