Judges 18:13 — Compare Translations

5 translations compared side by side

Odia - 1840
"ସହେି ସ୍ଥାନଠାରକ୍ସ୍ଟ 600 ଲୋକ ଇଫ୍ରଯିମ ପର୍ବତମଯ ଦେଶକକ୍ସ୍ଟ ୟାତ୍ରା କଲେ। ତା'ପରେ ସମାନେେ ଆସି ମୀଖାର ଘ ରେ ପହଁଞ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ସେମାନେ ସେଠାରୁ ଇଫ୍ରିୟମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ଥାନଠାରୁ 600 ଲୋକ ଇଫ୍ରୟିମ ପର୍ବତମୟ ଦେଶକୁ ଯାତ୍ରା କଲେ। ତା’ପରେ ସେମାନେ ଆସି ମୀଖାର ଘରେ ପହଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ସେଠାରୁ ଇଫ୍ରୟିମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ସେଠାରୁ ଇଫ୍ରୟିମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ।