Judges 18:14 — Compare Translations
5 translations compared side by side
Odia - 1840
"ତେଣୁ ସହେି ପାଞ୍ଚଜଣ ଯେଉଁମାନେ ଲଯିଶ ଦେଶ ଅନକ୍ସ୍ଟସନ୍ଧାନ କରିବାକୁ ୟାଇଥିଲେ, ସମାନେେ ସମାନଙ୍କେର ସଐର୍କୀଯମାନଙ୍କୁ କହିଲେ, ସଠାେରେ ଏକ ଏଫୋଦ୍ ଅଛି। ସଠାେରେ ଗୃହ ଦବେତାଗଣ ଅଛନ୍ତି ଓ ଏକ ଖାଦେିତ ପ୍ରତିମା ଅଛି। ଏହା ତୁମ୍ଭମାନେେ କ'ଣ ଜାଣ? ତେଣୁ ବର୍ତ୍ତମାନ କ'ଣ କରିବାକୁ ହବେ ବିବଚେନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଳା ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କʼଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ପାଞ୍ଚ ଜଣ ଯେଉଁମାନେ ଲୟିଶ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ସେମାନଙ୍କର ସମ୍ପର୍କୀୟମାନଙ୍କୁ କହିଲେ, “ସେଠାରେ ଏକ ଏଫୋଦ ଅଛି। ସେଠାରେ ଗୃହ ଦେବତାଗଣ ଅଛନ୍ତି ଓ ଏକ ଖୋଦିତ ପ୍ରତିମା ଅଛି। ଏହା ତୁମ୍ଭେମାନେ କ’ଣ ଜାଣ? ତେଣୁ ବର୍ତ୍ତମାନ କ’ଣ କରିବାକୁ ହେବ ବିବେଚନା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, “ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଦିତ ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କʼଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଦିତ ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କ’ଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର।