Judges 18:15 — Compare Translations

5 translations compared side by side

Odia - 1840
"ସମାନେେ ମୀଖାର ଗୃହ ପାଖ ରେ ଅଟକି ଗଲେ। ଯେଉଁଠା ରେ ଲବେୀୟ ଲୋକ ଜଣକ ବାସ କରୁଥିଲେ। ସମାନେେ ସହେି ଲବେୀୟ ୟକ୍ସ୍ଟବକକକ୍ସ୍ଟ ପଚାରିଲେ କିପରି ଅଛନ୍ତି ବୋଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳବାର୍ତ୍ତା ପଚାରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୀଖାର ଗୃହ ପାଖରେ ଅଟକି ଗଲେ। ଯେଉଁଠାରେ ଲେବୀୟ ଲୋକ ଜଣକ ବାସ କରୁଥିଲା। ସେମାନେ ସେହି ଲେବୀୟ ଯୁବକକୁ ପଗ୍ଭରିଲେ କିପରି ଅଛନ୍ତି ବୋଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳ ବାର୍ତ୍ତା ପଚାରିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳବାର୍ତ୍ତା ପଚାରିଲେ।