Judges 18:16 — Compare Translations
5 translations compared side by side
Odia - 1840
"ଦାନ ପରିବାରବର୍ଗର 600 ଲୋକ ଅସ୍ତ୍ର ରେ ସଜ୍ଜିତ ହାଇେଥିଲେ। ସମାନେେ ଫାଟକ ନିକଟରେ ଛିଡା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ଵାର ପ୍ରବେଶ-ସ୍ଥାନରେ ଛିଡ଼ା ହୋଇ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାନ୍ ପରିବାରବର୍ଗର 600 ଲୋକ ଅସ୍ତ୍ରରେ ସଜ୍ଜିତ ହୋଇଥିଲେ। ସେମାନେ ଫାଟକ ନିକଟରେ ଛିଡ଼ା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ୱାର-ପ୍ରବେଶ ସ୍ଥାନରେ ଛିଡ଼ା ହୋଇ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ୱାର ପ୍ରବେଶ ସ୍ଥାନରେ ଛିଡ଼ା ହୋଇ ରହିଲେ।