Judges 18:17 — Compare Translations
5 translations compared side by side
Odia - 1840
"ଦଶାେନକ୍ସ୍ଟସନ୍ଧାନ ନିମିତ୍ତ ୟାଇଥିବା ସହେି ପାଞ୍ଚଜଣ ଉପରକକ୍ସ୍ଟ ଗଲେ। ତା'ପରେ ସମାନେେ ଭିତରକକ୍ସ୍ଟ ପ୍ରବେଶ କରି ଏଫୋଦକକ୍ସ୍ଟ, ଗୃହ ଦବେତାଙ୍କୁ ଓ ଖାଦେିତ ପ୍ରତିମାକକ୍ସ୍ଟ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଳା ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେ ସମୟରେ ଯାଜକ ଦ୍ଵାରପ୍ରବେଶ-ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ। ତା’ପରେ ସେମାନେ ଭିତରକୁ ପ୍ରବେଶ କରି ଏଫୋଦକୁ, ଗୃହ ଦେବତାଙ୍କୁ ଓ ଖୋଦିତ ପ୍ରତିମାକୁ ନେଇଗଲେ। ସେହି ସମୟରେ ଯାଜକ ଫାଟକ ନିକଟରେ ଅସ୍ତ୍ରରେ ସଜ୍ଜିତ ହୋଇ ସେହି 600 ଲୋକ ସହିତ ଛିଡ଼ା ହୋଇଗଲେ। ଯାଜକ ଘରେ ପ୍ରବେଶ କରିଥିବା ପାଞ୍ଚ ଜଣଙ୍କୁ ପଗ୍ଭରିଲେ, “ତୁମ୍ଭେମାନ କ’ଣ କରୁଅଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଦିତ ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେସମୟରେ ଯାଜକ ଦ୍ୱାର-ପ୍ରବେଶ ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଦିତ ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେ ସମୟରେ ଯାଜକ ଦ୍ୱାର ପ୍ରବେଶ ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା।