Judges 18:19 — Compare Translations
5 translations compared side by side
Odia - 1840
"ସମାନେେ ତାକକ୍ସ୍ଟ ଚକ୍ସ୍ଟପ୍ ହବୋ ପାଇଁ କହିଲେ। ସମାନେେ ତାକକ୍ସ୍ଟ କହିଲେ, ତୁମ୍ଭର ହାତ ତୁମ୍ଭର ପାଟି ରେ ଦିଅ ଏବଂ ଆମ୍ଭମାନଙ୍କୁ ଅନକ୍ସ୍ଟସରଣ କର। ଆମ୍ଭମାନଙ୍କ ପିତା ଓ ଆମ୍ଭମାନଙ୍କର ଯାଜକ ହକ୍ସ୍ଟଅ। ତୁମ୍ଭେ ଗୋଟିଏ ଲୋକର ଗୃହ ଦବେତାର ଯାଜକ ହବୋ ଭଲ ନା ଇଶ୍ରାୟେଲର ଗୋଷ୍ଠୀ ଓ ପରିବାରବର୍ଗ ଉପରେ ଯାଜକ ହବୋ ଭଲ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ତାହାକୁ କହିଲେ, ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ?
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାକୁ ଚୁପ୍ ହେବା ପାଇଁ କହିଲେ। ସେମାନେ ତାକୁ କହିଲେ, “ତୁମ୍ଭର ହାତ ତୁମ୍ଭର ପାଟିରେ ଦିଅ ଏବଂ ଆମ୍ଭମାନଙ୍କୁ ଅନୁସରଣ କର। ଆମ୍ଭମାନଙ୍କ ପିତା ଓ ଆମ୍ଭମାନଙ୍କର ଯାଜକ ହୁଅ। ତୁମ୍ଭେ ଗୋଟିଏ ଲୋକର ଗୃହ ଦେବତାର ଯାଜକ ହେବା ଭଲ ନା ଇସ୍ରାଏଲର ଗୋଷ୍ଠୀ ଓ ପରିବାରବର୍ଗ ଉପରେ ଯାଜକ ହେବା ଭଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ତାହାକୁ କହିଲେ, “ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ତାହାକୁ କହିଲେ, ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ?