Judges 18:2 — Compare Translations

5 translations compared side by side

Odia - 1840
"ଏଣୁ ଦାନର ପରିବାରବର୍ଗ ସମାନଙ୍କେ ପରିବାରବର୍ଗରକ୍ସ୍ଟ ପାଞ୍ଚଜଣ ବୀର ପୁରୁଷଙ୍କକ୍ସ୍ଟ ଦେଶ ଭ୍ରମଣ ଓ ଅନକ୍ସ୍ଟସନ୍ଧାନ କରିବାକୁ ସରିଯ ଓ ଇଷ୍ଟାଯୋଲଠାରକ୍ସ୍ଟ ପଠାଇଲେ ସମାନେେ ସମାନଙ୍କେୁ କହିଲେ, ୟାଅ ଏବଂ ଆଉ କିଛି ଅଧିକ ଦେଶ ଅନକ୍ସ୍ଟସନ୍ଧାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ଵଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରୀୟ ଓ ଇଷ୍ଟାୟୋଲ୍ଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, ଯାଇ ଦେଶ ଅନୁସନ୍ଧାନ କର; ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ⇧ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଦା‌ନ୍‌ର ପରିବାରବର୍ଗ ସେମାନଙ୍କ ପରିବାରବର୍ଗରୁ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରିୟ ଓ ଇଷ୍ଟାୟୋଲଠାରୁ ପଠାଇଲେ, ସେମାନେ ସେମାନଙ୍କୁ କହିଲେ, “ଯାଅ ଏବଂ ଆଉ କିଛି ଅଧିକ ଦେଶ ଅନୁସନ୍ଧାନ କର।” ସେହି ପାଞ୍ଚ ଜଣ ଇଫ୍ରୟିମ-ପର୍ବତମୟସ୍ଥ ଦେଶସ୍ଥିତ ମୀଖାର ଗୃହରେ ରାତ୍ରି ଯାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ୱଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରାୟ ଓ ଇଷ୍ଟାୟୋଲଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, “ଯାଇ ଦେଶ ଅନୁସନ୍ଧାନ କର;” ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ୱଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରାୟ ଓ ଇଷ୍ଟାୟୋଲଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, ଯାଇ ଦେଶ ଅନୁସନ୍ଧାନ କର; ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ।