Judges 18:20 — Compare Translations

5 translations compared side by side

Odia - 1840
"ଏଥି ରେ ଯାଜକର ମନ ଆନନ୍ଦିତ ହେଲା। ତହକ୍ସ୍ଟଁ ସେ ଏଫୋଦ୍ ଓ ଠାକକ୍ସ୍ଟରମାନ ଓ ଖୋଳା ପ୍ରତିମାମାନ ନଇେ ଲୋକମାନଙ୍କ ସଙ୍ଗ ରେ ଗ୍ଭଲିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯାଜକର ମନ ଆନନ୍ଦିତ ହେଲା, ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଳା ପ୍ରତିମା ନେଇ ଲୋକମାନଙ୍କ ମଧ୍ୟରେ ଚାଲିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଯାଜକର ମନ ଆନନ୍ଦିତ ହେଲା। ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଳା ପ୍ରତିମାମାନ ନେଇ ଲୋକମାନଙ୍କ ସଙ୍ଗରେ ଗ୍ଭଲିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯାଜକର ମନ ଆନନ୍ଦିତ ହେଲା, ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଦିତ ପ୍ରତିମା ନେଇ ଲୋକମାନଙ୍କ ମଧ୍ୟରେ ଚାଲିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯାଜକର ମନ ଆନନ୍ଦିତ ହେଲା, ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଦିତ ପ୍ରତିମା ନେଇ ଲୋକମାନଙ୍କ ମଧ୍ୟରେ ଚାଲିଲା।