Judges 18:21 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ବକ୍ସ୍ଟଲି ପଡିଲେ ଓ ସହେି ସ୍ଥାନ ପରିତ୍ଯାଗ କଲେ। ସମାନେେ ସମାନଙ୍କେର ବାଳକ, ପଶକ୍ସ୍ଟଗଣ ଓ ସମାନଙ୍କେର ସମସ୍ତ ସାମଗ୍ରୀ ସମାନଙ୍କେ ଆଗ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ବୁଲି ପଡ଼ିଲେ ଓ ସେହି ସ୍ଥାନ ପରିତ୍ୟାଗ କଲେ। ସେମାନେ ସେମାନଙ୍କର ବାଳକ, ପଶୁଗଣ ଓ ସେମାନଙ୍କର ସମସ୍ତ ସାମଗ୍ରୀ ସେମାନଙ୍କ ଆଗରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ।