Judges 18:22 — Compare Translations

5 translations compared side by side

Odia - 1840
"ସମାନେେ ମୀଖାର ଗୃହର ଅଳ୍ପ ଦୂର ରେ ଥିଲେ। ସେତବେେଳେ ମୀଖାର ନିକଟରେ ବାସ କରୁଥିବା ଲୋକମାନେ ଦାନର ଲୋକମାନଙ୍କୁ ଗୋଡ଼ାଇଲେ ଓ ସମାନଙ୍କେୁ ଧରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୀଖାର ଗୃହର ଅଳ୍ପ ଦୂରରେ ଥିଲେ। ସେତେବେଳେ ମୀଖାର ନିକଟରେ ବାସ କରୁଥିବା ଲୋକମାନେ ଦା‌ନ୍‌ର ଲୋକମାନଙ୍କୁ ଗୋଡ଼ାଇଲେ ଓ ସେମାନଙ୍କୁ ଧରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍ ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ।