Judges 18:23 — Compare Translations

5 translations compared side by side

Odia - 1840
"ସମାନେେ ଦାନର ଲୋକମାନଙ୍କ ଉପରେ ପାଟି କଲେ। ତା'ପରେ ଦାନର ଲୋକମାନେ ବକ୍ସ୍ଟଲିପଡି ମୀଖାଙ୍କକ୍ସ୍ଟ ପଚାରିଲେ, ତୁମ୍ଭର କ'ଣ ଖବର ଅଛି ଯେ, ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ଏକତ୍ରୀତ କରିଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାନ୍-ସନ୍ତାନଗଣକୁ ଡାକ ପକାଇଲେ । ତହୁଁ ସେମାନେ ମୁଖ ଫେରାଇ ମୀଖାକୁ କହିଲେ, ତୁମ୍ଭର କଅଣ ହେଲା ଯେ, ତୁମ୍ଭେ ଏପରି ଦଳବଦ୍ଧ ହୋଇ ଆସୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଦା‌ନ୍‌ର ଲୋକମାନଙ୍କ ଉପରେ ପାଟି କଲେ। ତା’ପରେ ଦା‌ନ୍‌ର ଲୋକମାନେ ବୁଲିପଡ଼ି ମୀଖାଙ୍କୁ ପଗ୍ଭରିଲେ, “ତୁମ୍ଭର କ’ଣ ଖବର ଅଛି ଯେ, ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ଏକତ୍ରିତ କରିଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦାନ୍-ସନ୍ତାନଗଣକୁ ଡାକ ପକାଇଲେ। ତହୁଁ ସେମାନେ ମୁଖ ଫେରାଇ ମୀଖାକୁ କହିଲେ, ତୁମ୍ଭର କଅଣ ହେଲା ଯେ, “ତୁମ୍ଭେ ଏପରି ଦଳବଦ୍ଧ ହୋଇ ଆସୁଅଛ?”
Odia IRV 2017 (ଓଡିଆ ବାଇବେଲ)
ପୁଣି ଦାନ୍-ସନ୍ତାନଗଣକୁ ଡାକ ପକାଇଲେ। ତହୁଁ ସେମାନେ ମୁଖ ଫେରାଇ ମୀଖାକୁ କହିଲେ, ତୁମ୍ଭର କଅଣ ହେଲା ଯେ, ତୁମ୍ଭେ ଏପରି ଦଳବଦ୍ଧ ହୋଇ ଆସୁଅଛ?