Judges 18:24 — Compare Translations
5 translations compared side by side
Odia - 1840
"ସେ ଉତ୍ତର ରେ କହିଲେ, ମାରେ ହାତ ରେ ତିଆରି କରିଥିବା ପ୍ରତିମାମାନଙ୍କୁ ଓ ମାରେ ଯାଜକକକ୍ସ୍ଟ ତୁମ୍ଭମାନେେ ନଇେ ୟାଇଛ। ମାରେ ଆଉ କ'ଣ ବାକି ଅଛି? ଏବଂ ତଥାପି ତୁମ୍ଭେ ପଗ୍ଭରକ୍ସ୍ଟଛ, 'ସମସ୍ଯା କ'ଣ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କହିଲା, ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି? ଆହୁରି କହୁଛ, ତୁମ୍ଭର କଅଣ ହେଲା?
Odia Bible ERV 2004 (ପବିତ୍ର ବାଇବଲ)
ସେ ଉତ୍ତରରେ କହିଲେ, “ମୋର ହାତରେ ତିଆରି କରିଥିବା ପ୍ରତିମାମାନଙ୍କୁ ଓ ମୋର ଯାଜକକୁ ତୁମ୍ଭେମାନେ ନେଇ ଯାଇଛ। ମୋର ଆଉ କ’ଣ ବାକି ଅଛି? ତଥାପି ତୁମ୍ଭେ ପଗ୍ଭରୁଛ, ‘ସମସ୍ୟା କ’ଣ?’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ କହିଲା, “ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି? ଆହୁରି କହୁଅଛ, ‘ତୁମ୍ଭର କଅଣ ହେଲା?’”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ କହିଲା, ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି? ଆହୁରି କହୁଛ, ତୁମ୍ଭର କଅଣ ହେଲା?