Judges 18:25 — Compare Translations
5 translations compared side by side
Odia - 1840
"ତହିଁରେ ଦାନର ଲୋକମାନେ ତାଙ୍କୁ କହିଲେ, ଆମ୍ଭ ସହିତ ତର୍କ ନକରିବା ତକ୍ସ୍ଟମ୍ଭ ପାଇଁ ଉତ୍ତମ ଅଟେ। ଆମ୍ଭମାନଙ୍କ ମଧ୍ଯରକ୍ସ୍ଟ କେତକଙ୍କେକ୍ସ୍ଟ କୋର୍ଧିତ କରିପା ରେ। ଯେଉଁମାନେ କି ଗରମ ମିଜାସର ଅଟନ୍ତି ଏବଂ ସମାନେେ ତକ୍ସ୍ଟମ୍ଭ ସହିତ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭର ପରିବାରକକ୍ସ୍ଟ ଆକ୍ରମଣ କରି ପାରନ୍ତି ଓ ହତ୍ଯା କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭ ଉପରେ ପଡ଼ିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଦାନ୍ର ଲୋକମାନେ ତାଙ୍କୁ କହିଲେ, “ଆମ୍ଭ ସହିତ ତର୍କ ନ କରିବା ତୁମ୍ଭ ପାଇଁ ଉତ୍ତମ ଅଟେ। ଆମ୍ଭମାନଙ୍କ ମଧ୍ୟରୁ କେତେକଙ୍କୁ କ୍ରୋଧିତ କରିପାରେ। ଯେଉଁମାନେ କି ଗରମ ମିଜାସର ଅଟନ୍ତି ଏବଂ ସେମାନେ ତୁମ୍ଭ ସହିତ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭର ପରିବାରକୁ ଆକ୍ରମଣ କରି ପାରନ୍ତି ଓ ହତ୍ୟା କରି ପାରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, “ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭକୁ ଆକ୍ରମଣ କରିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭକୁ ଆକ୍ରମଣ କରିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ।