Judges 18:26 — Compare Translations
5 translations compared side by side
Odia - 1840
"ଏହାପରେ ଦାନ ସନ୍ତାନଗଣ ନିଜ ପଥରେ ଅଗ୍ରସର ହେଲେ। ପକ୍ସ୍ଟଣି ମୀଖା ସମାନଙ୍କେୁ ନିଜଠାରକ୍ସ୍ଟ ଅଧିକ ବଳବାନ ଦେଖି ଫରେି ନିଜ ଗୃହକକ୍ସ୍ଟ ଫରେି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି ଫେରି ଆପଣା ଗୃହକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦାନ୍ ସନ୍ତାନଗଣ ନିଜ ପଥରେ ଅଗ୍ରସର ହେଲେ। ପୁଣି ମୀଖା ସେମାନଙ୍କୁ ନିଜଠାରୁ ଅଧିକ ବଳବାନ ଦେଖି ନିଜ ଗୃହକୁ ଫେରି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି, ଆପଣା ଗୃହକୁ ଫେରିଗଲା।
Odia IRV 2017 (ଓଡିଆ ବାଇବେଲ)
ଏ ଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି, ଆପଣା ଗୃହକୁ ଫେରିଗଲା।