Judges 18:27 — Compare Translations
5 translations compared side by side
Odia - 1840
"ତା'ପରେ ସମାନେେ ମୀଖାର ପ୍ରତିମା ଓ ତାହାର ଯାଜକକକ୍ସ୍ଟ ଛାଡି ଲଯିଶ ରେ ପହନ୍ଚିଲେ। ସମାନେେ ସହେି ଲୋକମାନଙ୍କୁ ଆକ୍ରମଣ କଲେ, ଯେଉଁମାନେ ସଠାେରେ ଶାନ୍ତି ରେ ଓ ନିରାପଦ ରେ ବାସ କରୁଥିଲେ। ସମାନେେ ଖଡ୍ଗ ରେ ଲୋକମାନଙ୍କୁ ହତ୍ଯା କଲେ ଓ ନଗରକକ୍ସ୍ଟ ଅଗ୍ନି ରେ ଦଗ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶରେ ସେହି ଶା; ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ଼୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ମୀଖାର ପ୍ରତିମା ଓ ତାହାର ଯାଜକକୁ ଛାଡ଼ି ଲୟିଶରେ ପହଞ୍ଚିଲେ। ସେମାନେ ସେହି ଲୋକମାନଙ୍କୁ ଆକ୍ରମଣ କଲେ, ଯେଉଁମାନେ ସେଠାରେ ଶାନ୍ତିରେ ଓ ନିରାପଦରେ ବାସ କରୁଥିଲେ। ସେମାନେ ଖଡ଼୍ଗରେ ଲୋକମାନଙ୍କୁ ହତ୍ୟା କଲେ ଓ ନଗରକୁ ଅଗ୍ନିରେ ଦଗ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶ୍ରେ ସେହି ଶାନ୍ତ ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶ୍ରେ ସେହି ଶାନ୍ତ ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।