Judges 18:28 — Compare Translations
5 translations compared side by side
Odia - 1840
"ପକ୍ସ୍ଟଣି ତାଙ୍କର କହେି ଉଦ୍ଧାର କର୍ତ୍ତା ନ ଥିଲେ। କାରଣ ତାହା ସୀଦୋନଠାରକ୍ସ୍ଟ ଦୂର ଥିଲା, ସମାନଙ୍କେର ଅନ୍ୟ ଲୋକମାନଙ୍କ ସହିତ ଚୂକ୍ତି ନଥିଲା। ଲଯିଶ ବୈଥ୍ରହୋବର ଓ ନିକଟସ୍ଥ ତଳ ଭୂମିରେ ଥିଲା। ଏହାପରେ ସମାନେେ ନୂତନ ନଗର ନିର୍ମାଣ କରି ସଠାେରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନ୍ଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବୈଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା । ଏ ଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତାଙ୍କର କେହି ଉଦ୍ଧାର କର୍ତ୍ତା ନ ଥିଲେ। କାରଣ ତାହା ସୀଦୋନଠାରୁ ଦୂର ଥିଲା, ସେମାନଙ୍କର ଅନ୍ୟ ଲୋକମାନଙ୍କ ସହିତ ଚୂକ୍ତି ନ ଥିଲା। ଲୟିଶ ବୈଥ୍ରହୋବର ଓ ନିକଟସ୍ଥ ତଳ ଭୂମିରେ ଥିଲା। ଏହା ପରେ ସେମାନେ ନୂତନ ନଗର ନିର୍ମାଣ କରି ସେଠାରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବେଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା। ଏଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବେଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା। ଏ ଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ।