Judges 18:29 — Compare Translations
5 translations compared side by side
Odia - 1840
"ଯେ ହତେକ୍ସ୍ଟ ସମାନେେ ଇଶ୍ରାୟେଲର ଜଣେ ପକ୍ସ୍ଟତ୍ର ଦାନର ଭବିଷ୍ଯଦ୍ ବଂଶଧର ଥିଲେ, ସମାନେେ ସହେି ନଗରର ନାମ ଦାନ ରଖିଲେ। ମାତ୍ର ବାସ୍ତବ ରେ ସହେି ନଗରର ନାମ ଲଯିଶ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ସେମାନେ ଇସ୍ରାଏଲର ଜଣେ ପୁତ୍ର ଦାନ୍ର ଭବିଷ୍ୟଦ୍ ବଂଶଧର ଥିଲେ, ସେମାନେ ସେହି ନଗରର ନାମ ଦାନ ରଖିଲେ। ମାତ୍ର ବାସ୍ତବରେ ସେହି ନଗରର ନାମ ଲୟିଶ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍ ଥିଲା।