Judges 18:3 — Compare Translations

5 translations compared side by side

Odia - 1840
"ସମାନେେ ମୀଖାର ଗୃହ ନିକଟରେ ଥିବା ବେଳେ ସହେି ଲବେୀୟ ୟକ୍ସ୍ଟବକର କଥା ଶୁଣିଲେ। ସମାନେେ ଏହା ଚିହ୍ନିପାରିଲେ, ତେଣୁ ସମାନେେ ଘର ଭିତରକକ୍ସ୍ଟ ୟାଇ ତାକକ୍ସ୍ଟ ପଚାରିଲେ, ତୁମ୍ଭକୁ ଏଠାକକ୍ସ୍ଟ କିଏ ଆଣିଲା? ତୁମ୍ଭେ ଏଠା ରେ କ'ଣ କରୁଛ? ତୁମ୍ଭର ଏଠା ରେ କ'ଣ ଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୀଖାର ଗୃହ ନିକଟରେ ଥିବାବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବକର କଥା ଶୁଣିଲେ। ସେମାନେ ଏହା ଚିହ୍ନି ପାରିଲେ, ତେଣୁ ସେମାନେ ଘର ଭିତରକୁ ଯାଇ ତାକୁ ପଗ୍ଭରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କ’ଣ କରୁଛ? ତୁମ୍ଭର ଏଠାରେ କ’ଣ ଅଛି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?”
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୀଖାର ଗୃହ ନିକଟରେ ଥିବାବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?