Judges 18:30 — Compare Translations
5 translations compared side by side
Odia - 1840
"ଏଣୁ ଦାନ ପରିବାରବର୍ଗ ସହେି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ। ସମାନଙ୍କେର ଯାଜକରୂପେ ସମାନେେ ମାଶାଙ୍କେର ପକ୍ସ୍ଟତ୍ର ଗେର୍ଶୋନ ବଂଶଧର ଯୋନାଥନକକ୍ସ୍ଟ ନିୟକ୍ସ୍ଟକ୍ତି କଲେ। ଇଶ୍ରାୟେଲୀୟମାନେ ନିର୍ବାସିତ ହବୋ ପର୍ୟ୍ଯନ୍ତ ଯୋନାଥନ ଓ ତାଙ୍କର ପକ୍ସ୍ଟତ୍ରମାନେ ଦାନ ପରିବାରବର୍ଗର ଯାଜକ ହାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବାଯାଏ ମୋଶାର ପୌତ୍ର, ଗେର୍ଶୋନ୍ର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଦାନ୍ ପରିବାରବର୍ଗ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ। ସେମାନଙ୍କର ଯାଜକରୂପେ ସେମାନେ ମୋଶାଙ୍କର ପୁତ୍ର ଗେର୍ଶୋନ ବଂଶଧର ଯୋନାଥନକୁ ନିଯୁକ୍ତ କଲେ। ଇସ୍ରାଏଲୀୟମାନେ ନିର୍ବାସିତ ହେବା ପର୍ଯ୍ୟନ୍ତ ଯୋନାଥନ ଓ ତାଙ୍କର ପୁତ୍ରମାନେ ଦାନ୍ ପରିବାରବର୍ଗର ଯାଜକ ହୋଇ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବା ଯାଏ ମୋଶାର ପୌତ୍ର, ଗେର୍ଶୋମର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବାଯାଏ ମୋଶାର ପୌତ୍ର, ଗେର୍ଶୋମର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ।