Judges 18:31 — Compare Translations
5 translations compared side by side
Odia - 1840
"ଶୀଲୋ ରେ ପରମେଶ୍ବରଙ୍କ ଗୃହ ଥିବାର ସମସ୍ତ ସମୟ ସମାନେେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସହେି ଖାଦେିତ ପ୍ରତିମା ସ୍ଥାପନ କରି ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୀଲୋରେ ପରମେଶ୍ଵରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶୀଲୋରେ ପରମେଶ୍ୱରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୀଲୋରେ ପରମେଶ୍ୱରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଶୀଲୋରେ ପରମେଶ୍ୱରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ।