Judges 18:4 — Compare Translations
5 translations compared side by side
Odia - 1840
"ସେ ଉତ୍ତର ରେ କହିଲା, ମୀଖା ମାେ ପ୍ରତି ଏହିପରି କରିଛନ୍ତି। ସେ ମାେତେ ବତନେ ଦଇେ ଏଠା ରେ ଯାଜକ ରୂପେ ନିୟକ୍ସ୍ଟକ୍ତି କରିଛନ୍ତି"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଉତ୍ତରରେ କହିଲା, ମୀଖା ମୋ’ ପ୍ରତି ଏହିପରି କରିଛନ୍ତି। “ସେ ମୋତେ ବେତନ ଦେଇ ଏଠାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, “ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।