Judges 18:5 — Compare Translations
5 translations compared side by side
Odia - 1840
"ତେଣୁ ସମାନେେ ତାହାକକ୍ସ୍ଟ କହିଲେ, ଆମ୍ଭମାନେେ ତୁମ୍ଭକୁ ବିନଯ କରୁଅଛକ୍ସ୍ଟ। ପରମେଶ୍ବରଙ୍କ ନିକଟରେ ପ୍ରଗ୍ଭର ଆମ୍ଭମାନଙ୍କ ୟିବା ବାଟରେ ମଙ୍ଗଳ ହବେ କି ନାହିଁ। ତାହା ଆମ୍ଭେ ଜାଣିବାକକ୍ସ୍ଟ ଗ୍ଭହକ୍ସ୍ଟଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ତାହାକୁ କହିଲେ, ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ଵରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ। ପରମେଶ୍ୱରଙ୍କ ନିକଟରେ ପଗ୍ଭର ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ। ତାହା ଆମ୍ଭେ ଜାଣିବାକୁ ଗ୍ଭହୁଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ତାହାକୁ କହିଲେ, ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।