Judges 18:6 — Compare Translations

5 translations compared side by side

Odia - 1840
"ତହକ୍ସ୍ଟଁ ଯାଜକ ତାଙ୍କୁ କହିଲା, କକ୍ସ୍ଟଶଳ ରେ ୟାଅ। ତୁମ୍ଭମାନଙ୍କର ଗନ୍ତବ୍ଯ ପଥ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଯାଜକ ତାଙ୍କୁ କହିଲା, “କୁଶଳରେ ଯାଅ। ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; “ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।