Judges 18:7 — Compare Translations

5 translations compared side by side

Odia - 1840
"ଏହାପରେ ସହେି ପାଞ୍ଚଜଣ ପ୍ରସ୍ଥାନ କରି ଲଯିଶ ରେ ପହନ୍ଚିଲେ। ସଠାେରେ ସମାନେେ ଦେଖିଲେ, ସୀଦୋନୀଯମାନଙ୍କ ଶାସନ ରେ ଲୋକମାନେ କିପରି ନିରାପଦ ରେ ରହକ୍ସ୍ଟଥିଲେ। ସହେି ଦେଶ ରେ ଶାନ୍ତି ଥିଲା, ସମାନଙ୍କେର ସବୁକିଛି ୟଥେଷ୍ଟ ଥିଲା। ସଠାେରେ ଅତ୍ଯାଗ୍ଭରୀ ଶାସକ ନଥିଲେ। ଆଉ ସମାନେେ ସୀଦୋନଠାରକ୍ସ୍ଟ ଦୂର ରେ ଥିଲେ ଓ ଅନ୍ୟ କାହାରି ସହିତ ସମାନଙ୍କେର ସଐର୍କ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶା; ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ଵବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶରେ ପହଞ୍ଚିଲେ। ସେଠାରେ ସେମାନେ ଦେଖିଲେ, ସୀଦୋନୀୟମାନଙ୍କ ଶାସନରେ ଲୋକମାନେ କିପରି ନିରାପଦରେ ରହୁଥିଲେ। ସେହି ଦେଶରେ ଶାନ୍ତି ଥିଲା, ସେମାନଙ୍କର ସବୁକିଛି ଯଥେଷ୍ଟ ଥିଲା। ସେଠାରେ ଅତ୍ୟାଗ୍ଭରୀ ଶାସକ ନ ଥିଲେ। ଆଉ ସେମାନେ ସୀଦୋନଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍‍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏ ଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍‍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କି ରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।