Judges 18:8 — Compare Translations
5 translations compared side by side
Odia - 1840
"ଏହାପରେ ସମାନେେ ସରିଯ ଓ ଇଷ୍ଟାଯୋଲ ରେ ନିଜର ଭାତୃଗଣ ନିକଟରେ ଉପସ୍ଥିତ ହେଲେ। ତହିଁରେ ସମାନଙ୍କେର ଭାତୃଗଣ ସମାନଙ୍କେୁ ପଚାରିଲେ, କ'ଣ ତକ୍ସ୍ଟମେ ଶିକ୍ଷା କଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ସେମାନେ ସରୀୟ ଓ ଇଷ୍ଟାୟୋଲ୍ରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, କି ବିଚାର?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ସରିୟ ଓ ଇଷ୍ଟାୟୋଲରେ ନିଜର ଭାତୃଗଣ ନିକଟରେ ଉପସ୍ଥିତ ହେଲେ। ତହିଁରେ ସେମାନଙ୍କର ଭାତୃଗଣ ସେମାନଙ୍କୁ ପଗ୍ଭରିଲେ, “କ’ଣ ତୁମେ ଶିକ୍ଷା କଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, “କି ବିଚାର?”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, କି ବିଚାର?