Judges 18:9 — Compare Translations
5 translations compared side by side
Odia - 1840
"ତହିଁରେ ସମାନେେ କହିଲେ, ଉଠ, ସମାନଙ୍କେର ପ୍ରତିକୂଳ ରେ ୟିବା। କାରଣ ଆମ୍ଭମାନେେ ସେ ଦେଶ ଦେଖିଲକ୍ସ୍ଟ। ଦେଖ ସେ ଦେଶ ଅତି ଉତ୍ତମ। ଆଉ ତୁମ୍ଭମାନେେ କାହିଁକି ଚକ୍ସ୍ଟପ ରହିଛ। ସହେି ଦେଶକକ୍ସ୍ଟ ୟିବାକକ୍ସ୍ଟ ଓ ସେ ଦେଶକକ୍ସ୍ଟ ଅଧିକାରକକ୍ସ୍ଟ ଆଣିବା ପାଇଁ ଅଳସ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ କହିଲେ, ଉଠ, ସେମାନଙ୍କ ପ୍ରତିକୂଳରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେମାନେ କହିଲେ, “ଉଠ, ସେମାନଙ୍କର ପ୍ରତିକୂଳରେ ଯିବା। କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ। ଦେଖ ସେ ଦେଶ ଅତି ଉତ୍ତମ। ଆଉ ତୁମ୍ଭେମାନେ କାହିଁକି ଚୁପ ରହିଛ। ସେହି ଦେଶକୁ ଯିବାକୁ ଓ ସେ ଦେଶକୁ ଅଧିକାରକୁ ଆଣିବା ପାଇଁ ଅଳସ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ କହିଲେ, “ଉଠ, ସେମାନଙ୍କ ବିରୁଦ୍ଧରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶ କରି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ କହିଲେ, ଉଠ, ସେମାନଙ୍କ ବିରୁଦ୍ଧରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶ କରି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ।