Judges 19:1 — Compare Translations

5 translations compared side by side

Odia - 1840
"ସହେି ସମୟରେ ଇଶ୍ରାୟେଲୀୟମାନଙ୍କର କହେି ରାଜା ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥ୍ଲିହିମ୍-ଯିହୁଦାରୁ ଏକ ଉପପନିୀ ଗ୍ରହଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲେବୀୟ ବ୍ୟକ୍ତି ଓ ତା’ର ଉପପତ୍ନୀ ସେହି ସମୟରେ ଇସ୍ରାଏଲୀୟମାନଙ୍କର କେହି ରାଜା ନ ଥିଲେ। ଇଫ୍ରୟିମ ପର୍ବତମୟ ଦେଶର ବହୁ ଦୂରରେ ଜଣେ ଲେବୀୟ ବ୍ୟକ୍ତି ବାସ କରୁଥିଲେ। ଯିହୁଦାର ବୈ‌ଥ୍‌ଲେହମର ତାଙ୍କର ଜଣେ ଦାସୀ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥଲିହିମ-ଯିହୁଦାରୁ ଏକ ଉପପତ୍ନୀ ଗ୍ରହଣ କଲା।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥଲିହିମ ଯିହୁଦାରୁ ଏକ ଉପପତ୍ନୀ ଗ୍ରହଣ କଲା।