Judges 19:10 — Compare Translations
5 translations compared side by side
Odia - 1840
"କିନ୍ତୁ ଲବେୀୟ ଲୋକଜଣଙ୍କକ୍ସ୍ଟ ଆଉ ଏକ ରାତ୍ରି ରହିବା ପାଇଁ ଭଲ ଲାଗକ୍ସ୍ଟ ନଥିଲା। ତେଣୁ ସେ ପ୍ରସ୍ତକ୍ସ୍ଟତ ହେଲା ଏବଂ ତା'ର ଉପପତ୍ନୀ ଓ ଗଧ ଦକ୍ସ୍ଟଇଟିକକ୍ସ୍ଟ ଧରି ଗ୍ଭଲିଗଲା, ସେ ୟିବୂଷ ପର୍ୟ୍ଯନ୍ତ ୟାତ୍ରା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଲୋକ ସେହି ରାତ୍ରି ରହିବାକୁ ଅସମ୍ମତ ହୋଇ ଉଠି ପ୍ରସ୍ଥାନ କଲା ଓ ଯିବୂଷ, ଅର୍ଥାତ୍, ଯିରୂଶାଲମ ନିକଟରେ ଉପସ୍ଥିତ ହେଲା; ପୁଣି ତାହା ସଙ୍ଗେ ସସଜ୍ଜ ଯୋଡ଼ିଏ ଗଧ ଓ ମଧ୍ୟ ତାହାର ଉପପନିୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଲେବୀୟ ଲୋକଜଣକୁ ଆଉ ଏକ ରାତ୍ରି ରହିବା ପାଇଁ ଭଲ ଲାଗୁ ନ ଥିଲା। ତେଣୁ ସେ ପ୍ରସ୍ତୁତ ହେଲା ଏବଂ ତା’ର ଉପପତ୍ନୀ ଓ ଗଧ ଦୁଇଟିକୁ ଧରି ଗ୍ଭଲିଗଲା, ସେ ଯିବୂଷ ପର୍ଯ୍ୟନ୍ତ ଯାତ୍ରା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଲୋକ ସେହି ରାତ୍ରି ରହିବାକୁ ଅସମ୍ମତ ହୋଇ ଉଠି ପ୍ରସ୍ଥାନ କଲା ଓ ଯିବୂଷ, ଅର୍ଥାତ୍, ଯିରୂଶାଲମ ନିକଟରେ ଉପସ୍ଥିତ ହେଲା; ପୁଣି ତାହା ସଙ୍ଗେ ସସଜ୍ଜ ଯୋଡ଼ିଏ ଗଧ ଓ ମଧ୍ୟ ତାହାର ଉପପତ୍ନୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଲୋକ ସେହି ରାତ୍ରି ରହିବାକୁ ଅସମ୍ମତ ହୋଇ ଉଠି ପ୍ରସ୍ଥାନ କଲା ଓ ଯିବୂଷ, ଅର୍ଥାତ୍, ଯିରୂଶାଲମ ନିକଟରେ ଉପସ୍ଥିତ ହେଲା; ପୁଣି ତାହା ସଙ୍ଗେ ସସଜ୍ଜ ଯୋଡ଼ିଏ ଗଧ ଓ ମଧ୍ୟ ତାହାର ଉପପତ୍ନୀ ଥିଲେ।