Judges 19:11 — Compare Translations
5 translations compared side by side
Odia - 1840
"ଦିନ ସରି ଆସିବା ବଳକେକ୍ସ୍ଟ ସମାନେେ ୟିବୂଷ ନିକଟରେ ଥିଲେ।ତେଣୁ ତାଙ୍କର ଦାସ ତାଙ୍କର ମକ୍ସ୍ଟନିବକକ୍ସ୍ଟ କହିଲେ, ଗ୍ଭଲ ଏହିଠା ରେ ରହିୟିବା ରାତ୍ରିଟି ଏହିଠା ରେ କଟାଇ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯିବୂଷ ନିକଟରେ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟ-ମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ଦିନ ସରିଆସିବା ବେଳକୁ ସେମାନେ ଯିବୂଷ ନିକଟରେ ଥିଲେ। ତେଣୁ ତାଙ୍କର ଦାସ ତାଙ୍କର ମୁନିବକୁ କହିଲେ, “ଗ୍ଭଲ ଏହିଠାରେ ରହିଯିବା ରାତ୍ରିଟି ଏହିଠାରେ କଟାଇ ଦେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯିବୂଷର ନିକଟବର୍ତ୍ତୀ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, “ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯିବୂଷର ନିକଟବର୍ତ୍ତୀ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ।