Judges 19:12 — Compare Translations

5 translations compared side by side

Odia - 1840
"କିନ୍ତୁ ତାଙ୍କର ମକ୍ସ୍ଟନିବ ଲବେୀୟ ଲୋକଜଣଙ୍କ ତାଙ୍କୁ କହିଲେ, ନା, ଆମେ ଏହି ବିଚିତ୍ର ନଗର ରେ ରହିବା ନାହିଁ। ସହେି ଲୋକଗକ୍ସ୍ଟଡିକ ଇଶ୍ରାୟେଲୀୟ ନକ୍ସ୍ଟହଁନ୍ତି। ଆମ୍ଭମାନେେ ଗିବିଯାକକ୍ସ୍ଟ ୟିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାହାର ମୁନିବ ତାହାକୁ କହିଲା, ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁନ୍ତମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତାଙ୍କର ମୁନିବ ଲେବୀୟ ଲୋକଜଣକ ତାଙ୍କୁ କହିଲେ, “ନା, ଆମ୍ଭେ ଏହି ବିଚିତ୍ର ନଗରରେ ରହିବା ନାହିଁ। ସେହି ଲୋକମାନେ ଇସ୍ରାଏଲୀୟ ନୁହନ୍ତି। ଆମ୍ଭେମାନେ ଗିବିୟାକୁ ଯିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାହାର ମୁନିବ ତାହାକୁ କହିଲା, “ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁ; ମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତାହାର ମୁନିବ ତାହାକୁ କହିଲା, ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ ସନ୍ତାନଗଣର ନୁହେଁ; ମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ।