Judges 19:13 — Compare Translations

5 translations compared side by side

Odia - 1840
"ଲବେୀୟ ଲୋକ ଜଣଙ୍କ କହିଲେ, ଆସ ଆମ୍ଭମାନେେ ଏହି ଦକ୍ସ୍ଟଇ ସ୍ଥାନରକ୍ସ୍ଟ କୌଣସି ଏକ ସ୍ଥାନକକ୍ସ୍ଟ ୟିବା, ପକ୍ସ୍ଟଣି ଗିବିଯା କି ରାମା ରେ ରାତ୍ରି କାଟିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଆପଣା ଦାସକୁ କହିଲା, ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟ ଲୋକଜଣକ କହିଲେ, “ଆସ ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯିବା, ପୁଣି ଗିବିୟା କି ରାମାରେ ରାତ୍ରି କାଟିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଆପଣା ଦାସକୁ କହିଲା, “ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଆପଣା ଦାସକୁ କହିଲା, ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା।