Judges 19:14 — Compare Translations
5 translations compared side by side
Odia - 1840
"ତେଣୁ ସମାନେେ ନିଜର ଆପଣା ପଥରେ ଗ୍ଭଲିଗଲେ। ବିନ୍ଯାମୀନ ପରିବାରବର୍ଗର ଅଧିନ ରେ ଥିବା ଗିବିଯା ନିକଟରେ ପହଞ୍ଚିଲା ବେଳେ ସୂର୍ୟ୍ଯ ଅସ୍ତ ହେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେମାନେ ଆପଣା ପଥରେ ଚାଲିଗଲେନ୍ତପୁଣି ବିନ୍ୟାମୀନର ଅଧିକାରସ୍ଥ ଗିବୀୟା ନିକଟରେ ହେବା ବେଳେ ସୂର୍ଯ୍ୟ ଅସ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ଆପଣା ପଥରେ ଗ୍ଭଲିଗଲେ। ବିନ୍ୟାମୀନ ପରିବାରବର୍ଗର ଅଧୀନରେ ଥିବା ଗିବିୟା ନିକଟରେ ପହଞ୍ଚିଲା ବେଳେ ସୂର୍ଯ୍ୟ ଅସ୍ତ ହେଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେମାନେ ଆପଣା ପଥରେ ଚାଲିଗଲେ; ପୁଣି ବିନ୍ୟାମୀନ୍ର ଅଧିକାରସ୍ଥ ଗିବୀୟାର ନିକଟବର୍ତ୍ତୀ ହେବା ବେଳେ ସୂର୍ଯ୍ୟ ଅସ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେମାନେ ଆପଣା ପଥରେ ଚାଲିଗଲେ; ପୁଣି ବିନ୍ୟାମୀନ୍ର ଅଧିକାରସ୍ଥ ଗିବୀୟାର ନିକଟବର୍ତ୍ତୀ ହେବା ବେଳେ ସୂର୍ଯ୍ୟ ଅସ୍ତ ହେଲା।