Judges 19:15 — Compare Translations
5 translations compared side by side
Odia - 1840
"ତେଣୁ ସମାନେେ ଗିବିଯା ରେ ରାତ୍ରି କାଟିବା ପାଇଁ ବାଟ ଛାଡିଗଲେ। ସମାନେେ ନଗର ରେ ପ୍ରବେଶ କଲେ ଏବଂ ନଗର ଛକରେ ବସିଲେ। କିନ୍ତୁ ରାତ୍ରୀ ୟାପନ କରିବା ପାଇଁ କହେି ସମାନଙ୍କେୁ ନିମନ୍ତ୍ରଣ କଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ି ଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ତରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ଗିବିୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ିଗଲେ। ସେମାନେ ନଗରରେ ପ୍ରବେଶ କଲେ ଏବଂ ନଗର ଛକରେ ବସିଲେ। କିନ୍ତୁ ରାତ୍ରି ଯାପନ କରିବା ପାଇଁ କେହି ସେମାନଙ୍କୁ ନିମନ୍ତ୍ରଣ କଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ିଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ଡରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ି ଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ଡରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା।