Judges 19:16 — Compare Translations

5 translations compared side by side

Odia - 1840
"େସତବେଳେ ଦେଖନ୍ତି ତ ଜଣେ ବୃଦ୍ଧ ସନ୍ଧ୍ଯାକାଳେ ନିଜର କ୍ଷେତ୍ରରକ୍ସ୍ଟ ସ୍ବ କର୍ମସାରି ପରେକ୍ସ୍ଟଥିଲା। ସେ ଇଫ୍ରଯିମ ପର୍ବତମଯ ଦେଶର ଲୋକ ଓ ଗିବିଯା ରେ ପ୍ରବାସ କରୁଥିଲା। ମାତ୍ର ସେ ସ୍ଥାନର ଲୋକମାନେ ବିନ୍ଯାମୀନୀଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟା କାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନୀୟ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଦେଖନ୍ତି ତ ଜଣେ ବୃଦ୍ଧ ସନ୍ଧ୍ୟାକାଳେ ନିଜର କ୍ଷେତ୍ରରୁ ସ୍ୱକର୍ମସାରି ଫେରୁଥିଲା। ସେ ଇଫ୍ରୟିମ ପର୍ବତମୟ ଦେଶର ଲୋକ ଓ ଗିବିୟାରେ ପ୍ରବାସ କରୁଥିଲା। ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନୀୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟାକାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ-ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନ୍ ବଂଶୀୟ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟା କାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନ୍ ବଂଶୀୟ ଥିଲେ।