Judges 19:17 — Compare Translations

5 translations compared side by side

Odia - 1840
"ସେ ଲୋକ ଅନାଇ ନଗରର ଛକରେ ସହେି ପଥିକକକ୍ସ୍ଟ ବସିଥିବାର ଦେଖିଲା, ଏବଂ ସହେି ବୃଦ୍ଧ ଲୋକଜଣଙ୍କ ପଚାରିଲେ, ତୁମ୍ଭେ କେଉଁଠାରକ୍ସ୍ଟ ଆସିଅଛି? ତୁମ୍ଭେ କେଉଁଠାକକ୍ସ୍ଟ ଯାଉଅଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଲୋକ ଅନାଇ ନଗରର ଦାଣ୍ତରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, ତୁମ୍ଭେ କେଉଁଠାକୁ ଯାଉଅଛ? ପୁଣି କେଉଁଠାରୁ ଆସିଅଛ?
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୋକ ଅନାଇ ନଗରର ଛକରେ ସେହି ପଥିକକୁ ବସିଥିବାର ଦେଖିଲା, ଏବଂ ସେହି ବୃଦ୍ଧ ଲୋକଜଣକ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଅଛ? ତୁମ୍ଭେ କେଉଁଠାକୁ ଯାଉଅଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଲୋକ ଅନାଇ ନଗରର ଦାଣ୍ଡରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, “ତୁମ୍ଭେ କେଉଁଠାକୁ ଯାଉଅଛ? ପୁଣି କେଉଁଠାରୁ ଆସିଅଛ?”
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଲୋକ ଅନାଇ ନଗରର ଦାଣ୍ଡରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, ତୁମ୍ଭେ କେଉଁଠାକୁ ଯାଉଅଛ? ପୁଣି କେଉଁଠାରୁ ଆସିଅଛ?