Judges 19:18 — Compare Translations

5 translations compared side by side

Odia - 1840
"ସମାନେେ ଉତ୍ତର ଦେଲେ, ଆମ୍ଭମାନେେ ୟିହକ୍ସ୍ଟଦାର ବୈଥଲହମରେକ୍ସ୍ଟ ଆସକ୍ସ୍ଟଅଛକ୍ସ୍ଟ ଏବଂ ପର୍ବତମଯ ଦେଶ ଇଫ୍ରଯିମର ଅଗମ୍ଯ ଅଞ୍ଚଳକକ୍ସ୍ଟ ଯାଉଅଛକ୍ସ୍ଟ। ଆମ୍ଭେ ସହେି ସ୍ଥାନର ଲୋକ, ଆମ୍ଭମାନେେ ବୈଥଲହମେକକ୍ସ୍ଟ ୟାଇଥିଲକ୍ସ୍ଟ। ଏବେ ମୁ ମାରେ ଗୃହକକ୍ସ୍ଟ ଯାଉଅଛି। ମାତ୍ର ବର୍ତ୍ତମାନ ମାେତେ ଆପଣା ଗୃହକକ୍ସ୍ଟ ନବୋକକ୍ସ୍ଟ କହେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ତାହାକୁ କହିଲା, ଆମ୍ଭେମାନେ ବେଥ୍ଲିହିମ୍-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥ୍ଲିହିମ୍-ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଉତ୍ତର ଦେଲେ, “ଆମ୍ଭେମାନେ ଯିହୁଦାର ବୈ‌ଥ୍‌ଲେହମରୁ ଆସୁଅଛୁ ଏବଂ ପର୍ବତମୟ ଦେଶ ଇଫ୍ରୟିମର ଅଗମ୍ୟ ଅଞ୍ଚଳକୁ ଯାଉଅଛୁ। ଆମ୍ଭେ ସେହି ସ୍ଥାନର ଲୋକ, ଆମ୍ଭେମାନେ ବୈ‌ଥ୍‌ଲେହମକୁ ଯାଇଥିଲୁ। ଏବେ ମୁଁ ମୋର ଗୃହକୁ ଯାଉଅଛି। ମାତ୍ର ବର୍ତ୍ତମାନ ମୋତେ ଆପଣା ଗୃହକୁ ନେବାକୁ କେହି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ତାହାକୁ କହିଲା, “ଆମ୍ଭେମାନେ ବେଥଲିହିମ-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥଲିହିମ ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ତାହାକୁ କହିଲା, ଆମ୍ଭେମାନେ ବେଥଲିହିମ-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥଲିହିମ ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ।