Judges 19:2 — Compare Translations
5 translations compared side by side
Odia - 1840
"କିନ୍ତୁ ସହେି ସ୍ତ୍ରୀ ଜଣଙ୍କ ତାଙ୍କ ସହିତ ତର୍କ କରି ତା'ର ପିତୃ ଗୃହକକ୍ସ୍ଟ ଗ୍ଭଲିଗଲା। ସେ ସଠାେରେ ଗ୍ଭରିମାସ ଧରି ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାର ଉପପନିୀ ତାହା ବିରୁଦ୍ଧରେ ବେଶ୍ୟାଚାର କରି ତାହା ନିକଟରୁ ବାହାରି ଯାଇ ବେଥ୍ଲିହିମ୍-ଯିହୁଦାରେ ଆପଣା ପିତୃଗୃହରେ ଚାରି ମାସ କାଳ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ସ୍ତ୍ରୀ ଜଣକ ତାଙ୍କ ସହିତ ତର୍କ କରି ତା’ର ପିତୃ ଗୃହକୁ ଗ୍ଭଲିଗଲା। ସେ ସେଠାରେ ଗ୍ଭରିମାସ ଧରି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତାହାର ଉପପତ୍ନୀ ତାହା ବିରୁଦ୍ଧରେ କ୍ରୋଧ କରି ତାହା ନିକଟରୁ ବାହାରିଯାଇ ବେଥଲିହିମ ଯିହୁଦାରେ ଆପଣା ପିତୃଗୃହରେ ଚାରି ମାସ କାଳ ରହିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ତାହାର ଉପପତ୍ନୀ ତାହା ବିରୁଦ୍ଧରେ କ୍ରୋଧ କରି ତାହା ନିକଟରୁ ବାହାରି ଯାଇ ବେଥଲିହିମ ଯିହୁଦାରେ ଆପଣା ପିତୃଗୃହରେ ଚାରି ମାସ କାଳ ରହିଲା।