Judges 19:20 — Compare Translations
5 translations compared side by side
Odia - 1840
"ତେଣୁ ସହେି ବୃଦ୍ଧଲୋକ ଜଣଙ୍କ କହିଲା, ତୁମ୍ଭେ ଶାନ୍ତି ରେ ରକ୍ସ୍ଟହ। ମୁ ତୁମ୍ଭର ସମସ୍ତ ଆବଶ୍ଯକତାର ଯତ୍ନ ନବେି। ଦୟାକରି ନଗରର ଛକରେ ରାତ୍ରିୟାପନ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେହି ବୃଦ୍ଧ ଲୋକ କହିଲା, ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ତରେ ରୁହ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ବୃଦ୍ଧଲୋକ ଜଣକ କହିଲା, “ତୁମ୍ଭେ ଶାନ୍ତିରେ ରୁହ। ମୁଁ ତୁମ୍ଭର ସମସ୍ତ ଆବଶ୍ୟକତାର ଯତ୍ନ ନେବି। ଦୟାକରି ନଗରର ଛକରେ ରାତ୍ରିଯାପନ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେହି ବୃଦ୍ଧ ଲୋକ କହିଲା, “ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ଡରେ ରୁହ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେହି ବୃଦ୍ଧ ଲୋକ କହିଲା, ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ଡରେ ରୁହ ନାହିଁ।