Judges 19:21 — Compare Translations

5 translations compared side by side

Odia - 1840
"ଏହାପରେ ସେ ଆପଣା ଘରକକ୍ସ୍ଟ ଆଣି ଗଧମାନଙ୍କୁ ଖାଦ୍ୟ ଦଲୋ। ପକ୍ସ୍ଟଣି ସମାନେେ ପାଦ ଧୋଇ ଭୋଜନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା। ପୁଣି ସେମାନେ ପାଦ ଧୋଇ ଭୋଜନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ।