Judges 19:22 — Compare Translations
5 translations compared side by side
Odia - 1840
"ସମାନେେ ଖାଉଥିଲା ବେଳେ ଓ ଉପ ଭୋଗ କରୁଥିଲା ବେଳେ ସହରରକ୍ସ୍ଟ କେତକେ ଦକ୍ସ୍ଟଷ୍ଟ ଲୋକ ଗୃହ ଗ୍ଭରିପାଖ ରେ ଘରେିଗଲେ। ସମାନେେ କବାଟରେ ବାଡଇବୋ ଆରମ୍ଭ କଲେ। ସମାନେେ ଗୃହମାଲିକ ସହେି ବୃଦ୍ଧ ଲୋକଙ୍କକ୍ସ୍ଟ ପାଟି କଲେ: ସହେି ଲୋକକୁ ଗୃହରକ୍ସ୍ଟ ବାହାର କରି ଆଣ ୟିଏ ତୁମ୍ଭର ଅତିଥି। ଆମ୍ଭେ ତା ସହିତ ରତିକ୍ରିଯା କରିବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ପାପାଧମ ସନ୍ତାନ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହାଠାରେ ଉପଗତ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଖାଉଥିବା ବେଳେ ଓ ଉପଭୋଗ କରୁଥିବା ବେଳେ ସହରରୁ କେତେକ ଦୁଷ୍ଟ ଲୋକ ଗୃହ ଗ୍ଭରିପାଖରେ ଘେରିଗଲେ। ସେମାନେ କବାଟରେ ବାଡ଼େଇବା ଆରମ୍ଭ କଲେ। ସେମାନେ ଗୃହମାଲିକ ସେହି ବୃଦ୍ଧ ଲୋକଙ୍କୁ ପାଟି କରି କହିଲେ, “ସେହି ଲୋକକୁ ଗୃହରୁ ବାହାର କରି ଆଣ ଯିଏ ତୁମ୍ଭର ଅତିଥି। ଆମ୍ଭେ ତା’ ସହିତ ରତିକ୍ରିୟା କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, “ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।