Judges 19:23 — Compare Translations

5 translations compared side by side

Odia - 1840
"ତେଣୁ ସହେି ବୃଦ୍ଧ ଗୃହ ଭିତରକ୍ସ୍ଟ ବାହାରି ଆସିଲେ ଏବଂ କହିଲେ, ମାରେ ବନ୍ଧକ୍ସ୍ଟଗଣ, ଦୟାକରି ଏମିତି ଅନିଷ୍ଟ କର ନାହିଁ। ଏପରି ଜଘନ୍ଯ ପାପ କର ନାହିଁ। ଏହି ଲୋକ ମାେ ଗୃହ ରେ ଅତିଥିରୂପେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ବୃଦ୍ଧ ଗୃହ ଭିତରୁ ବାହାରି ଆସିଲେ ଏବଂ କହିଲେ, “ମୋର ବନ୍ଧୁଗଣ, ଦୟାକରି ଏମିତି ଅନିଷ୍ଟ କର ନାହିଁ। ଏପରି ଜଘନ୍ୟ ପାପ କର ନାହିଁ। ଏହି ଲୋକ ମୋ’ ଗୃହରେ ଅତିଥିରୂପେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, “ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର।